Sunday 14 July 2024

ସମ୍ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ପତ୍ର

 

VIP-131/2024/Cr St. 11.07.202
ଜୟ ଜଗନ୍ନାଥ
ସମ୍ମାନନୀୟ ଶ୍ରୀ ନବୀନ ପଟ୍ଟନାୟକ ମହୋଦୟ
ନମସ୍କାର


ଜଗତର ନାଥ ଜଗନ୍ନାଥ କେବଳ ଓଡିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ดูด์, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ৩০° ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ ।
ଚଳିତ ଳିତ ବର୍ଷ ଆଡ଼ପ । ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ଏ ଘଟଣାରେ ମର୍ମାହତ ହେବା ସ୍ବାଭାବିକ । ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ ।
ଆତପ ମଣ୍ଡପ ପହଣ୍ଡି ବିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବାପରେ ମୁଁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିତା ଓ ମାନ୍ୟବ ନ୍ୟବର ଆଇନମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯିବାକୁ ନିର୍ଦ୍ଦେଶ ଦେବା ସହିତ ଭବିଷ୍ୟତରେ ତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ପତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ । ଦେଇଛି ।
ଏ ସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ମୁଁ ଗୁରୁତ୍ବର ସହ ପାଠ କରିଛି । ଆମେ ସମସ୍ତେ ମିଶି ଚତୁଦ୍ଧାମୂର୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଠିକ ଭାବେ ସମ୍ପନ୍ନ କରିବା ।
ଆପଣଙ୍କର ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ ।
ଆପଣଙ୍କର ବିଶ୍ବସ୍ତ
(ମୋହନ ଚରଣ ମାଝା 1:25

No comments:

Post a Comment